ଗତ ୨୪ ଘଣ୍ଟା ଭିତରେ ୧୬୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ

: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୬୧୫ ଜଣ କରୋନା ସଂକ୍ରମିତ।

0

(ଭୁବନେଶ୍ୱର) : ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୬୧୫ ଜଣ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୭ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୭୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୪ ହଜାର ୧୩୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ :-