ପୋଲିସ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ, ସାହାସିକତା କାର୍ଯ୍ୟ ଓ ବିଶିଷ୍ଟ ସେବା ପାଇଁ ୩୪ ଜଣଙ୍କୁ ପୋଲିସ ମେଡାଲ

ଭୁବନେଶ୍ୱର :ସାଧାରଣତନ୍ତ୍ର ଦିବସ ଅବସରରେ ଲୋକସେବା କନଭେନସନ ସେଣ୍ଟରରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ପୋଲିସ ପ୍ରଦାନ ଉତ୍ସବ । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ସମ୍ମାନିତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ପୋଲିସ…
Read More...

୭୪ତମ ସାଧାରଣ ତନ୍ତ୍ର ଦିବସ ଉପଲକ୍ଷେ ବିଶାଳ ସଭାଯାତ୍ରା ଅନୁଷ୍ଠିତ

କନ୍ଧମାଳ/ ମୃତ୍ୟୁଞ୍ଜୟ ଦିଗାଲ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ମାଓ ପ୍ରବଣ ଅଞ୍ଚଳ କାଶିନିପଦର ଗ୍ରାମ ପଞ୍ଚାୟତ ର ୭୪ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସ୍ଥାନୀୟ ସରପଞ୍ଚ ଅଧ୍ୟକ୍ଷା ଶ୍ରୀମତୀ ପ୍ରତିମା କହଁର ନେତୃତ୍ୱରେ ଏକ ବିଶାଳ ସଭା ଯାତ୍ରା ଅନୁଷ୍ଠିତ ହୋଇଥିଲା । ଉକ୍ତ…
Read More...

ଫେସବୁକ୍ ଓ ଇନଷ୍ଟାଗ୍ରାମକୁ ଫେରିବେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଗତ ନଭେମ୍ବର ୩ ୨୦୨୦ରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ ଟ୍ରମ୍ପ ପରାଜୟ ହୋଇଥିଲେ | କିନ୍ତୁ ସେ ନିର୍ବାଚନରେ ଠକେଇ ହୋଇଥିବା ଅଭିଯୋଗ ଆଣିବା ପରେ ତାଙ୍କ ସମର୍ଥକମାନେ ସୋସିଆଲ ମିଡିଆରେ ଅନେକ ହିଂସାତ୍ମକ ପୋଷ୍ଟ କରିଥିଲେ | ତେବେ ଏହି ପୋଷ୍ଟ ଗୁଡିକ…
Read More...

ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ଚଣ୍ଡିଖୋଲ : ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରୁ ବାଦ୍ ପଡିଛନ୍ତି ବହୁ ଯୋଗ୍ୟ ହିତାଧିକାରୀ । ଯାହାକୁ ଧର୍ମଶାଳା ବିଜେପି ପକ୍ଷରୁ ତୀବ୍ର ବିରୋଧ କରାଯିବା ସହିତ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଧର୍ମଶାଳା ବିଡ଼ିଓ ଦାବି ପତ୍ର ଦିଆଯାଇଛି । ଧର୍ମଶାଳା ବିଜେପି ନେତ୍ରୀ ସ୍ମୃତିରେଖା ପହି…
Read More...

ଆଜି ସନ୍ଧ୍ୟାରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଦର୍ଶନ ପାଇବେ ଭକ୍ତ

ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡ଼ଛତା ମଠ ତତ୍ତ୍ୱାବଧାନରେ ଶ୍ରୀମନ୍ଦିରର ପାରମ୍ପରିକ ସେବାୟତ ମାନେ ବେଶ୍ ନିଷ୍ଠାର ସହ ଏହି ବେଶ ତିଆରି କରିଚନ୍ତି । ଆଜି ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ଦୁର୍ଲଭ ପଦ୍ମବେଶରେ ବିଭୂଷିତ ହେବେ। ଗତ ପଣ୍ତୁ…
Read More...

ଡକ୍ଟର ସଚ୍ଚିଦାନନ୍ଦ ମହାନ୍ତି ଓଡିଶାର ଡାକ୍ତରୀ ଶିକ୍ଷା ଏବଂ ପ୍ରଶିକ୍ଷଣ ନିର୍ଦ୍ଦେଶକ ଭାବରେ ନିଯୁକ୍ତ

ଭୁବନେଶ୍ୱର : ଓଡିଶା ସରକାର ବୁଧବାର ଦିନ ଡକ୍ଟର ସଚ୍ଚିଦାନନ୍ଦ ମହାନ୍ତିଙ୍କୁ ମେଡିକାଲ ଶିକ୍ଷା ଏବଂ ପ୍ରଶିକ୍ଷଣ ନିର୍ଦ୍ଦେଶକ ଭାବରେ ଓଡିଶାର ନିଯୁକ୍ତ କରିବାକୁ ଘୋଷଣା କରିଛନ୍ତି।ଏହି ନିଯୁକ୍ତି ଜାନୁୟାରୀ ୩୧ , ୨୦୨୩ ଠାରୁ କାର୍ଯ୍ୟକାରୀ ହେବ କିମ୍ବା ଡକ୍ଟର ମହାନ୍ତି ପ୍ରକୃତରେ ଦାୟିତ୍।…
Read More...

ଇଣ୍ଡିଆ ୱାନ ଏୟାର ଦେବ ଦୁଇଟି ମାର୍ଗରେ ବିମାନ ସେବା

ଭୁବନେଶ୍ୱର : ଖୁବ ଶୀଘ୍ର ଇଣ୍ଡିଆ ୱାନ ଏୟାର ଦୁଇଟି ମାର୍ଗକୁ ଯୋଗ କରିବାକୁ ଯାଉଛି। ତାହା ହେଉଛି ଭୁବନେଶ୍ବରରୁ ଜାମସେଦପୁର ଓ ଅନ୍ୟଟି ଜାମସେଦପୁର ରୁ କଲିକତା କୁ ଉଡ଼ିବ ବିମାନ। ଏହାକୁ ଉଡ଼ାଇବ ଇଣ୍ଡିଆ ୱାନ ଏୟାର ବିମାନ ସେବା। ଏହି ଯୋଜନା ଆସନ୍ତା ଜାନୁଆରୀ ୩୧ ରୁ ଆରମ୍ଭ ହେବ ବୋଲି…
Read More...

ଆଜି ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା’ ସରସ୍ୱତୀଙ୍କ ପୂଜାର ଦିନ

ଭୁବନେଶ୍ବର : ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ । ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା’ ସରସ୍ୱତୀଙ୍କ ପୂଜାର ଦିନ। ପୌରାଣିକ ମାନ୍ୟତା ଅନୁସାରେ, ବସନ୍ତ ପଞ୍ଚମୀ ଦିନ ମା’…
Read More...

ଆଜି ୭୪ ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ଡିଜିପି

ଭୁବନେଶ୍ବର : ଆଜି ୭୪ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ | ୧୯୫୦ ମସିହା ଜାନୁଆରୀ ୨୬ ତାରିଖ ଆଜିର ଦିନରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହୋଇଥିଲା । ଏହାସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଯାହାକୁ…
Read More...

ରାଜ୍ୟସ୍ତରୀୟ ପରେଡ: ମୁଖ୍ୟ ଆକର୍ଷଣ ବାଇକ ଡେୟାର ଡେଭିଲ ଶୋ

ଭୁବନେଶ୍ୱର: ଆଜି ସାରା ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ। ଏହି ଉପଲକ୍ଷେ ଗୁରୁବାର ମହାତ୍ମାଗାନ୍ଧୀ ମାର୍ଗରେ ୭୪ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ…
Read More...