ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ

0

(ସାଲେପୁର/ତାରାକାନ୍ତ ନାୟକ ) : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଳକ ସୁକରପଡା ଡାକବଙ୍ଗଳାରେ ବିଜେଡି ଦଳ ପକ୍ଷରୁ ମିଶ୍ରଣ ପର୍ଵ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସୁଶାସନ ଓ ନିର୍ମଳ ଭାବମୃତ୍ତିରେ ଅନୁପ୍ରାଣୀତ ହୋଇ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଅନ୍ୟ ଦଳ ଛାଡି ବିଜେଡି ଦଳରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଥିଲେ ।