ବିଜେପି ଛାଡିଲେ ଗିରିଧର ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ:ପ୍ରେସମିଟରେ ସୂଚନା ଦେଇଛନ୍ତି ଗିରଧର ଗମାଙ୍ଗ

0

ବିଜେପି ଛାଡିଲେ ଗିରିଧର ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ । ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ।  ପ୍ରେସମିଟରେ ସୂଚନା ଦେଇଛନ୍ତି ଗିରଧର ଗମାଙ୍ଗ।  ଗିରିଧରଙ୍କ ପୁଅ ଶିଶିର ଗମାଙ୍ଗ ମଧ୍ୟ ବିଜେପିରୁ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦରୁ ଦେଲେ ଇସ୍ତଫାବିଜେପି ରାଷ୍ଟ୍ରୀୟ ଅଧକ୍ଷ୍ୟ ଜେ.ପି ନଡ୍ଡାଙ୍କୁ ପଠାଇଲେ ଇସ୍ତଫା ପତ୍ର ।  ୨୦୧୫ରେ କଂଗ୍ରେସ ଛାଡି ବିଜେପିରେ ମିଶିଥିଲେ ଗିରିଧର ଓ ଶିଶିର। ଆସନ୍ତା ୨୭ ତାରିଖରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଉପସ୍ଥିତିରେ ବିଆରଏସ୍ରେ ଆନୁଷ୍ଠାନିକଭାବେ ସାମିଲ ହେବେ ବୋଲି କୁହାଯାଉଛି ।