ଭୁବେନେଶ୍ୱର: ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ । ଏହି ଅବସରରେ ସମସ୍ତଙ୍କୁ ଆନ୍ତରିକତା ସହ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚଳିତ ବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧିର ବର୍ଷ ହେଉ ବୋଲି ମଧ୍ୟ ସେ କହିଛନ୍ତି ।
ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚଳିତ ବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧିର ବର୍ଷ ହେଉ।
ଜୟ ଜଗନ୍ନାଥ pic.twitter.com/T8mq01436S
— Naveen Patnaik (@Naveen_Odisha) April 14, 2022