ହିଞ୍ଜିଳିକାଟୁରେ ଗଞ୍ଜାମ ହାଟର ଶୁଭାରମ୍ଭ

0

ଗଞ୍ଜାମ/ରଜନୀକାନ୍ତ ପାତ୍ର : ହିଞ୍ଜିଳିକାଟୁ ସହର ସ୍ଥିତ ମାଛ ମାର୍କେଟ ଠାରେ ମଙ୍ଗଳ ବାର ଗଞ୍ଜାମ ହାଟର ଶୁଭାରମ୍ଭ ହୋଇଯାଇଛି | ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ମୁଖ୍ୟଅତିଥି ଭାବେ ଯୋଗେଦେଇ ଉଦଘାଟନ କରିଥିଲେ ସମ୍ମାନିତ ଅତିଥି ଭାବେ ପ୍ରକଳ୍ପ ନିର୍ଦ୍ଦେଶକ ଭି କୀର୍ତ୍ତି ଭାର୍ସନ ଯୋଗ ଦେଇ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ସ୍ଵଂୟ ସହାୟକ ଗୋଷ୍ଠୀ ର ମହିଳା ମାନଙ୍କ ଦ୍ଵାରା ଗଞ୍ଜାମ ହାଟ ଦୁଧ ଜାତୀୟ ଦ୍ରବ୍ୟ, ବିଭିନ୍ନ ଘରୋଇ ସାମଗ୍ରୀ ଉପଲବ୍ଧ ହେବ ବୋଲି ଜଣାପଡ଼ିଛି ଏହି କାର୍ଯ୍ୟକ୍ରମ ରେ ହିଞ୍ଜିଳିକାଟୁ ବିଡ଼ିଓ ସୁବ୍ରତ ଜେନା, ତହସିଲଦାର ପ୍ରଭାତ କୁମାର ପରିଡ଼ାଙ୍କ ସମେତ ସ୍ଵଂୟ ସହାୟକ ଗୋଷ୍ଠୀର ମହିଳା ମାନେ ଉପସ୍ଥିତ ଥିଲେ |