ଗତ ୨୪ ଘଣ୍ଟା ମଧ୍ୟରେ ୧୮୦ ଜଣ କରୋନା ପଜିଟିଭ ଚିହ୍ନଟ

0

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ହେବ କରୋନା ସଂକ୍ରମଣ କମିଛି । ଯାହା ଦୈନିକ କରୋନା ସଂକ୍ରମଣ ୨ଶହ ତଳେ ରହିଛି । ଗତକାଲି ୨୦୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୧ଜଣ ୧୮ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାପଡିଛି । ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରେ ୩୧ଜଣ କରୋନା ପଜିଟିଭ ଚିହ୍ନଟ ହେଇଛନ୍ତି ।


ଗତ ୨୪ ଘଣ୍ଟ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲରୁ ୨୬ଜଣ, ଦେଓଗଡ ଜିଲ୍ଲାରୁ ୧ଜଣ, ଗଜପତି ଜିଲ୍ଲାରୁ ୧ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧ଜଣ, କେନ୍ଦୁଝର ଜିଲ୍ଳାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ ଜିଲ୍ଲାରୁ ୪ଜଣ, ନୂଆପଡା ଜିଲ୍ଲାରୁ ୧ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ ଜିଲ୍ଲାରୁ ୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ୬ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩୧ଜଣ, ଷ୍ଟେଟ ପୋଲ ରୁ ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।