ରାଜ୍ୟରେ ୨୪ ଘଣ୍ଟାରେ ୯ ହଜାର ୮୮୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

0

(ଭୁବନେଶ୍ୱର) : ଓଡ଼ିଶାରେ କରୋନା ମହାମାରୀର ନିଜର କରାଳ ରୂପ ଧାରଣ କରିଛି । ସଂକ୍ରମଣ ଯେତିକି ଭୟାନକ ହେଉଛି ମୃତ୍ୟୁ ହାରବି ସେତିକି ଭୟବିତ୍ତ କରୁଛି । ଗତ ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୯ ହଜାର ୮୮୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୬୮୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୩୫୨ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୮୯ ହଜାର ୬୪୧ ଜଣ କୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ହାର :-