ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗୁଣିଗାରେଡ ସନ୍ଦେହରେ ହତ୍ୟା

ଝୁଲନ୍ତା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର । ସଇଁତଳା ବରାମାଲ ଗାଁରେ ଘଟିଛି ଏହିଭଳି ଅଭାବନୀୟ ଘଟଣା। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

0

(ସଇଁତଲା) : ଝୁଲନ୍ତା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର । ସଇଁତଳା ବରାମାଲ ଗାଁରେ ଘଟିଛି ଏହିଭଳି ଅଭାବନୀୟ ଘଟଣା। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ମିଳିଥିବା ସୂଚନାନୁସାରେ, ସଇଁତଳା ବରାମାଲ ଗାଁରୁ ଝୁଲନ୍ତା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣକ ହେଲେ ନିତ୍ୟା ଭୋଇ। ତେବେ ଗୁଣିଗାରେଡ ସନ୍ଦେହରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଖବର ପାଇଁ ଘଟଣାସ୍ଥଳରେ ସଇଁତଳା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।