ପୁରୀ : ପୁରୀ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ । ଆଜି ସକାଳେ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଭି.କେ ପାଣ୍ଡିଆନ । ଦର୍ଶନ ପରେ ବେଢା ପରିକ୍ରମା କରି ବିଭିନ୍ନ ପ୍ରକଳ୍ପ ଉପରେ ସମୀକ୍ଷା କରିବା ସହ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଏଥି ସହ ଶ୍ରୀ ମନ୍ଦିରରେ ଆଉ କଣ କଣ ବିକାଶ ମୂଳକ କାର୍ଯ୍ୟ ହୋଇପାରିବ ସେ ନେଇ ଅନୁଧ୍ୟାନ କରିଛନ୍ତି ।