ଦେଶରେ କମିଲା କମର୍ସିଆଲ ଗ୍ୟାସ ଦର
ନୂଆଦିଲ୍ଲୀ: ଦେଶରେ କମିଲା କମର୍ସିଆଲ ଗ୍ୟାସ ଦର । ଦିଲ୍ଲୀରେ ଗ୍ୟାସ ୮୩ ଟଙ୍କା ୫୦ ପଇସା ଶସ୍ତା ହେଲା । ଗତ ମେ’ରେ ୧୭୨ ଟଙ୍କା ଶସ୍ତା ହୋଇଥିଲା । ଦିଲ୍ଲୀରେ କମର୍ସିଆଲ ଗ୍ୟାସର ଦର ୮୩.୫ ଟଙ୍କା ହ୍ରାସ ପାଇଛି ଏବଂ ବର୍ତ୍ତମାନ ନୂତନ ମୂଲ୍ୟ ୧୭୭୩ ଟଙ୍କା ହୋଇଛି । ଗତ ମାସରେ ଗ୍ୟାସ ମୂଲ୍ୟ…
Read More...
Read More...