ଆଜି ସନ୍ଧ୍ୟାରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଦର୍ଶନ ପାଇବେ ଭକ୍ତ
ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡ଼ଛତା ମଠ ତତ୍ତ୍ୱାବଧାନରେ ଶ୍ରୀମନ୍ଦିରର ପାରମ୍ପରିକ ସେବାୟତ ମାନେ ବେଶ୍ ନିଷ୍ଠାର ସହ ଏହି ବେଶ ତିଆରି କରିଚନ୍ତି । ଆଜି ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ଦୁର୍ଲଭ ପଦ୍ମବେଶରେ ବିଭୂଷିତ ହେବେ। ଗତ ପଣ୍ତୁ…
Read More...
Read More...