ଭୁବନେଶ୍ବର: ରାଜ୍ୟରେ ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ଗତକାଲି ୨୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ସେହିପରି ରାଜ୍ୟରେ ଆଜି ୨୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୨୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 15th Sept
New Positive Cases: 214
Of which 0-18 years: 30
In quarantine: 129
Local contacts: 85(Details of local contacts will be shared by concerned District)
1. Angul: 1
2. Balasore: 3
3. Balangir: 10
4. Boudh: 3
5. Cuttack: 28
6. Deogarh: 2— I & PR Department, Odisha (@IPR_Odisha) September 16, 2022
23. Sambalpur: 9
24. Sonepur: 6
25. Sundargarh: 22
26. State Pool: 9New recoveries: 234
Cumulative tested: 33397341
Positive: 1331353
Recovered: 1320450
Active cases: 1664— I & PR Department, Odisha (@IPR_Odisha) September 16, 2022