ଭୁବନେଶ୍ବର: ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ଗତକାଲି ୨୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 16th Sept
New Positive Cases 233
Of which 0-18 years: 34
In quarantine: 136
Local contacts: 97(Details of local contacts will be shared by concerned District)
1. Balasore: 7
2. Bargarh: 7
3. Bhadrak: 1
4. Balangir: 12
5. Boudh: 2
6. Cuttack: 31— I & PR Department, Odisha (@IPR_Odisha) September 17, 2022
23. Puri: 8
24. Rayagada: 2
25. Sambalpur: 9
26. Sonepur: 3
27. Sundargarh: 24
28. State Pool: 11New recoveries: 267
Cumulative tested: 33411655
Positive: 1331586
Recovered: 1320717
Active cases: 1630— I & PR Department, Odisha (@IPR_Odisha) September 17, 2022