ହିଞ୍ଜିଳିକାଟୁ ପୌରାଞ୍ଚଳରେ ବୃକ୍ଷ ରୋପଣ କାର୍ୟ୍ୟକ୍ରମ

0

(ରଜନୀ କାନ୍ତ ପାତ୍ର / ହିଞିଳି) ; ହିଞ୍ଜିଳିକାଟୁ ପୌରାଞ୍ଚଳରେ ଗଞ୍ଜାମ ଜିଲ୍ଲାପାଳଙ୍କ ଦ୍ଵାରା ବୃକ୍ଷ ରୋପଣ କାର୍ୟ୍ୟକ୍ରମର ଶୁଭାରମ୍ଭ। ହିଞ୍ଜିଳିକାଟୁ ପୌରାଞ୍ଚଳ ତାରାତାରିଣୀରୋଡ ଓ ଶିଶୁମନ୍ଧିର ରୋଡର ଉଭୟ ପାର୍ଶ୍ଵରେ ବୃକ୍ଷ ରୋପଣ ପାଇଁ ଆଜି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଙ୍କ ଦ୍ଵାରା ବୃକ୍ଷ ରୋପଣ କାର୍ୟ୍ୟକ୍ରମ ଶୁଭାରମ୍ଭ ହୋଇଛି । ଏହି କାର୍ୟ୍ୟକ୍ରମ ରେ ଗଞ୍ଜାମ ଜିଲ୍ଲାର ପ୍ରକଳ୍ପ ନିର୍ଦ୍ଦେଶକ ସିନ୍ଧଦତ୍ର ଭାଉ ସାହେବ, ହିଞ୍ଜିଳିକାଟୁ ତହସିଲଦାର ପ୍ରଭାତ କୁମାର ପରିଡ଼ା, ପୌର କାର୍ୟ୍ୟନିର୍ବାହୀ ଅଧିକାରୀ ମନୋରଞ୍ଜନ ସାହୁ, ବିଡିଓ ସୁବ୍ରତ ଜେନା,ଥାନା ଅଧିକାରୀ ଅଭିମନ୍ୟୁ ଦାସ ଙ୍କ ସମେତ ବହୁ ଜନ ପ୍ରତିନିଧି ଉପସ୍ଥିତ ଥିଲେ ।