ଉତ୍ତର ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା

୩ ତାରିଖ ସୁଦ୍ଧା ଉତ୍ତର ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛନ୍ତି ପାଣିପାଗବିତ୍‌ ।

0

(ଭୁବନେଶ୍ୱର) : ୩ ତାରିଖ ସୁଦ୍ଧା ଉତ୍ତର ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛନ୍ତି ପାଣିପାଗବିତ୍‌ ।

ସୂଚନାନୁଯାୟୀ , ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଭଳି ଉତ୍ତର ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ହେଲେ ଏ ସମ୍ପର୍କରେ ବର୍ତ୍ତମାନ ସ୍ପଷ୍ଟ ହୋଇନଥିବା ବେଳେ ଆସନ୍ତାକାଲି କିମ୍ବା ତା ପରଦିନ ସୁଦ୍ଧା ଜଣାପଡ଼ିବ ସୂଚନା ମିଳିଛି । ଆସନ୍ତା ଦୁଇ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବଢ଼ିବ । ମାତ୍ର ଉପକୂଳ ଓଡ଼ିଶାରେ ତାତି ସାମାନ୍ୟ କମ ରହିବ ।